ଲୂକ ଲିଖିତ ସୁସମାଚାର 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା? Faic an caibideilପବିତ୍ର ବାଇବଲ (Re-edited) - (BSI)12 କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା? Faic an caibideilଓଡିଆ ବାଇବେଲ12 କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କ'ଣ କରିବା ? Faic an caibideilପବିତ୍ର ବାଇବଲ (CL) NT (BSI)12 କେତେକ କରଆଦାୟକାରୀ ଦଳଦୀକ୍ଷା ନେବା ପାଇଁ ଆସିଲେ। ସେମାନେ ତାଙ୍କୁ ପଚାରିଲେ, “ହେ ଗୁରୁ, ଆମକୁ କ’ଣ କରିବାକୁ ହେବ?” Faic an caibideilପବିତ୍ର ବାଇବଲ12 କେତେକ କରଆଦାୟକାରୀ ବାପ୍ତିଜିତ ହେବା ପାଇଁ ଆସିଲେ। ସେମାନେ ଯୋହନଙ୍କୁ ପଗ୍ଭରିଲେ, “ହେ ଗୁରୁ! ଆମ୍ଭେମାନେ କ’ଣ କରିବୁ?” Faic an caibideil |