ଲୂକ ଲିଖିତ ସୁସମାଚାର 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ବରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ଵରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା। Faic an caibideilଓଡିଆ ବାଇବେଲ2 ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ୱରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା । Faic an caibideilପବିତ୍ର ବାଇବଲ (CL) NT (BSI)2 ହାନନ୍ ଓ କେୟଫା ପ୍ରଧାନ ଯାଜକ ଥିଲେ। ସେହି ସମୟରେ ମରୁ ଅଞ୍ଚଳରେ ଜିଖରିୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ ଉପସ୍ଥିତ ହେଲା। Faic an caibideilପବିତ୍ର ବାଇବଲ2 ହାନାନ ଓ କୟାଫା ମହାଯାଜକ ଥିଲେ। ସେହି ସମୟରେ ଜିଖରିୟଙ୍କ ପୁଅ ଯୋହନଙ୍କ ପାଖକୁ ପରମେଶ୍ୱରଙ୍କର ଗୋଟିଏ ଆଜ୍ଞା ଆସିଲା। ଯୋହନ ମରୁଭୂମିରେ ବାସ କରୁଥିଲେ। Faic an caibideil |