ଲୂକ ଲିଖିତ ସୁସମାଚାର 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ। Faic an caibideilଓଡିଆ ବାଇବେଲ7 ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ । Faic an caibideilପବିତ୍ର ବାଇବଲ (CL) NT (BSI)7 ତୁମେ ଯଦି ମୋତେ ପୂଜା କରିବ, ତେବେ ଏସବୁ ତୁମର ହେବ।” Faic an caibideilପବିତ୍ର ବାଇବଲ7 ତେବେ ଯଦି ତୁମ୍ଭେ ମୋତେ ଉପାସନା କରିବ, ତେବେ ମୁଁ ଏସବୁ ତୁମ୍ଭକୁ ଦେଇଦେବି।” Faic an caibideil |
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”