Biblia Todo Logo
Bìoball air-loidhne

- Sanasan -




ଲୂକ ଲିଖିତ ସୁସମାଚାର 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଥରେ ବିଶ୍ରାମବାର ଦିନରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶସ୍ୟର ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଥରେ ବିଶ୍ରାମବାରରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶିଁଷା ଛିଣ୍ତାଇ ଛିଣ୍ତାଇ ହାତରେ ମଳି ଖାଉଥିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଥରେ ବିଶ୍ରାମବାରରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

1 ବିଶ୍ରାମବାର ଦିନ ଯୀଶୁ ଗୋଟିଏ ଶସ୍ୟ କ୍ଷେତ୍ର ଦେଇ ଯାଉଥିଲେ। ତାଙ୍କର ଶିଷ୍ୟମାନେ ଶସ୍ୟ କେଣ୍ଡାରୁ ଶିଷା ଛିଣ୍ଡାଇ, ସେଗୁଡ଼ିକ ହାତରେ ମଳି ଖାଇବାକୁ ଲାଗିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଥରେ ବିଶ୍ରାମବାରରେ ଯୀଶୁ ଶସ୍ୟ କ୍ଷେତ୍ର ଦେଇ ଯାଉଥିଲେ। ତାହାଙ୍କର ଶିଷ୍ୟମାନେ କେତେକ ଶସ୍ୟ ଛିଣ୍ତେଇଲେ ଓ ତାହାକୁ ଦୁଇ ହାତରେ ଦଳିଲେ ଏବଂ ଖାଇଲେ।

Faic an caibideil Dèan lethbhreac




ଲୂକ ଲିଖିତ ସୁସମାଚାର 6:1
10 Iomraidhean Croise  

ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୁଟି ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।


ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ।


ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


ଆଉ, କେହି ପୁରୁଣା ଦ୍ରାକ୍ଷାରସ ପାନ କରି ନୂଆ ଦ୍ରାକ୍ଷାରସ ପାନ କରିବାକୁ ଇଚ୍ଛା କରେ ନାହିଁ, କାରଣ ସେ କହେ, ‘ପୁରୁଣା ତ ଭଲ।’”


ସେ ଆଉ ଏକ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା।


ତୁମ୍ଭେ ଆପଣା ପାଇଁ ସାତ ସପ୍ତାହ ଗଣନା କରିବ; ତୁମ୍ଭେ କ୍ଷେତ୍ରସ୍ଥିତ ଶସ୍ୟରେ ଦାଆ ଲଗାଇବାକୁ ଆରମ୍ଭ କରିବା ସମୟାବଧି ସାତ ସପ୍ତାହ ଗଣନା କରିବାକୁ ଆରମ୍ଭ କରିବ।


ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟକ୍ଷେତ୍ରକୁ ଗଲେ, ଆପଣା ହାତରେ ଶିଷା ଛିଣ୍ଡାଇ ଖାଇ ପାରିବ; ମାତ୍ର ତୁମ୍ଭେ ଆପଣା ପ୍ରତିବାସୀର ବଢ଼ନ୍ତା ଶସ୍ୟରେ ଦାଆ ଚଳାଇବ ନାହିଁ।


Lean sinn:

Sanasan


Sanasan