ଲୂକ ଲିଖିତ ସୁସମାଚାର 6:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କଅଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ? Faic an caibideilପବିତ୍ର ବାଇବଲ (Re-edited) - (BSI)3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପାଠ କରି ନାହଁ? Faic an caibideilଓଡିଆ ବାଇବେଲ3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କ'ଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ ? Faic an caibideilପବିତ୍ର ବାଇବଲ (CL) NT (BSI)3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାଙ୍କର ଲୋକମାନେ କ୍ଷୁଧିତ ଥିବା ସମୟରେ କ’ଣ କରିଥିଲେ, ତାହା ପଢ଼ି ନାହଁ କି? Faic an caibideilପବିତ୍ର ବାଇବଲ3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସାଥୀମାନେ ଭୋକିଲା ଥିବା ବେଳେ ଦାଉଦ କ’ଣ କରିଥିଲେ, ତାହା କ’ଣ ତୁମ୍ଭେମାନେ ପଢ଼ି ନାହଁ? Faic an caibideil |