ଲୂକ ଲିଖିତ ସୁସମାଚାର 7:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ସେ ଆମ୍ଭ ଯିହୁଦୀ ଲୋକମାନଙ୍କୁ ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ନିର୍ମାଣ କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)5 କାରଣ ସେ ଆମ୍ଭମାନଙ୍କ ଜାତିକି ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ତୋଳି ଦେଇଅଛନ୍ତି। Faic an caibideilଓଡିଆ ବାଇବେଲ5 କାରଣ ସେ ଆମ୍ଭମାନଙ୍କ ଜାତିକୁ ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ନିର୍ମାଣ କରିଅଛନ୍ତି । Faic an caibideilପବିତ୍ର ବାଇବଲ (CL) NT (BSI)5 ସେ ଆମ ଲୋକମାନଙ୍କୁ ସ୍ନେହ କରନ୍ତି ଓ ସେ ଆମ୍ଭମାନଙ୍କ ପାଇଁ ଗୋଟିଏ ପ୍ରାର୍ଥନା ଗୃହ ନିର୍ମାଣ କରି ଦେଇଛନ୍ତି।” Faic an caibideilପବିତ୍ର ବାଇବଲ5 ସେ ଆମ୍ଭ ଲୋକଙ୍କୁ ଭଲ ପାଆନ୍ତି ଏବଂ ଆମ୍ଭ ପାଇଁ ସମାଜଗୃହ ତିଆରି କରିଛନ୍ତି।” Faic an caibideil |