ମୀଖା 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବୈଥେତ୍ସଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ଵନ ହରଣ କରିବ। Faic an caibideilଓଡିଆ ବାଇବେଲ11 ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ। Faic an caibideilପବିତ୍ର ବାଇବଲ11 ହେ ଶାଫୀର ନିବାସୀଗଣ, ଉଲଗ୍ନ ଓ ଲଜ୍ଜିତ ହୋଇ ତୁମ୍ଭମାନଙ୍କର ରାସ୍ତା ଅତିକ୍ରମ କର। ହେ ସାନନ ନିବାସୀଗଣ, ତୁମ୍ଭେମାନେ ବାହାରକୁ ବାହାରିବ ନାହିଁ। ହେ ବୈଥେତ୍ସଲର ନିବାସୀଗଣ, ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ସୁରକ୍ଷା କାଢ଼ି ନିଆ ହେବା ପରି ତୁମ୍ଭେମାନେ ଶୋକ କରିବ। Faic an caibideil |
ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।