Biblia Todo Logo
Bìoball air-loidhne

- Sanasan -




ମୀଖା 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ମାରୋତ୍‍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 କାରଣ ମାରୋତ୍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ଵାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

12 କାରଣ ମାରୋତ୍‍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

12 ମାରୋତ୍ ନିବାସୀ ସୁସମ୍ବାଦକୁ ଅପେକ୍ଷା କରି ବିବ୍ରତ ହୁଅନ୍ତି। କାରଣ ଯିରୁଶାଲମର ଦ୍ୱାରଦେଶ ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଦୁଃଖ ଆସିଅଛି।

Faic an caibideil Dèan lethbhreac




ମୀଖା 1:12
9 Iomraidhean Croise  

ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା।


ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।


ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!


ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!


ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?


କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।


ତେଣୁ ସେ ସେମାନଙ୍କୁ କହିଲା, “ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋʼ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି।


ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।


Lean sinn:

Sanasan


Sanasan