ମୀଖା 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା। Faic an caibideilପବିତ୍ର ବାଇବଲ (Re-edited) - (BSI)6 ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା। Faic an caibideilଓଡିଆ ବାଇବେଲ6 ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା। Faic an caibideilପବିତ୍ର ବାଇବଲ6 ତେଣୁ ଆମ୍ଭେ ଶମରିୟାକୁ ଧ୍ୱଂସ କରିବା ଓ ଏହା ଦ୍ରାକ୍ଷାଲତା ରୋପଣର କ୍ଷେତ୍ରରେ ପରିଣତ କରିବା। କେବଳ ତା'ର ମୂଳଦୁଆକୁ ଛାଡ଼ି ଆମ୍ଭେ ଶମରିୟାର ସମସ୍ତ ପଥରଗୁଡ଼ିକୁ ଉପତ୍ୟକା ଭିତରକୁ ଫିଙ୍ଗିବା। Faic an caibideil |