Biblia Todo Logo
Bìoball air-loidhne

- Sanasan -




ମୀଖା 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିପାଇଁ ଗୁଲିବାଣ୍ଟ ଦ୍ୱାରା ପରିମାପକ ରଜ୍ଜୁ ପକାଇବା ପାଇଁ ସଦାପ୍ରଭୁଙ୍କ ସମାଜରେ ତୁମ୍ଭର କେହି ନ ଥିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଏଥିପାଇଁ ଗୁଲିବାଣ୍ଟ ଦ୍ଵାରା ପରିମାପକ ରଜ୍ଜୁ ପକାଇବା ପାଇଁ ସଦାପ୍ରଭୁଙ୍କ ସମାଜରେ ତୁମ୍ଭର କେହି ନ ଥିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ଏଥିପାଇଁ ଗୁଲିବାଣ୍ଟ ଦ୍ୱାରା ପରିମାପକ ରଜ୍ଜୁ ପକାଇବା ପାଇଁ ସଦାପ୍ରଭୁଙ୍କ ସମାଜରେ ତୁମ୍ଭର କେହି ନ ଥିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ତେଣୁ ଆମ୍ଭେମାନେ ଜମିସବୁ ମାପିବାକୁ ସକ୍ଷମ ହେବୁ ନାହିଁ ଏବଂ ସଦାପ୍ରଭୁଙ୍କ ଲୋକମାନଙ୍କ ମଧ୍ୟରେ ବାଣ୍ଟି ପାରିବୁ ନାହିଁ।’”

Faic an caibideil Dèan lethbhreac




ମୀଖା 2:5
12 Iomraidhean Croise  

ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ ଭବିଷ୍ୟଦ୍‍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜି ପର୍ଯ୍ୟନ୍ତ ସେଠାରେ ଅଛନ୍ତି।


ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା;”


ପୁଣି, ତେଲ୍‍-ମେଲହ, ତେଲ୍‍-ହର୍ଶା, କଋବ୍‍, ଅଦ୍ଦୋନ୍‍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,


ମୋʼ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି।


ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରିଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।


ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଜାରଜ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ତାହାର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।


ସେମାନଙ୍କ ତୃତୀୟ ପୁରୁଷରେ ଉତ୍ପନ୍ନ ସନ୍ତାନଗଣ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବେ।


ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ, ସେତେବେଳେ ଇସ୍ରାଏଲ-ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।


ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ।


ତୁମ୍ଭେମାନେ ପ୍ରତ୍ୟେକ ବଂଶ ପାଇଁ ତିନି ତିନି ଜଣ ଦିଅ; ତହିଁରେ ଆମ୍ଭେ ସେମାନଙ୍କୁ ପଠାଇବା, ସେମାନେ ଉଠି ଦେଶ ଦେଇ ଭ୍ରମଣ କରି ଲୋକମାନଙ୍କ ଅଧିକାରାନୁସାରେ ତାହା ଲେଖି ଆମ୍ଭ ନିକଟକୁ ଫେରି ଆସିବେ।


Lean sinn:

Sanasan


Sanasan