ମୀଖା 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା। Faic an caibideilପବିତ୍ର ବାଇବଲ (Re-edited) - (BSI)5 କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳଯାଏ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମରେ ଚାଲିବା। Faic an caibideilଓଡିଆ ବାଇବେଲ5 କାରଣ ଯାବତୀୟ ଗୋଷ୍ଠୀ ଆପଣା ଆପଣା ଦେବତାର ନାମରେ ଚାଲିବେ, ପୁଣି ଆମ୍ଭେମାନେ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଚାଲିବା। Faic an caibideilପବିତ୍ର ବାଇବଲ5 ଅନ୍ୟ ଗୋଷ୍ଠୀର ଲୋକମାନେ ସେମାନଙ୍କର ନିଜର ଦେବତାମାନଙ୍କୁ ଅନୁସରଣ କରିବେ। କିନ୍ତୁ ଆମ୍ଭେମାନେ ଚିରକାଳ ସଦାପ୍ରଭୁ ପରମେଶ୍ୱରଙ୍କର ଅନୁଗାମୀ ହେବା। Faic an caibideil |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”