ମୀଖା 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା, ପୁଣି ଯେ ତାଡ଼ିତ ହୋଇଅଛି ଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା। Faic an caibideilପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା, ପୁଣି ଯେ ତାଡ଼ିତ ହୋଇଅଛି ଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା। Faic an caibideilଓଡିଆ ବାଇବେଲ6 ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା, ପୁଣି ଯେ ତାଡ଼ିତ ହୋଇଅଛି ଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା। Faic an caibideilପବିତ୍ର ବାଇବଲ6 ସଦାପ୍ରଭୁ କୁହନ୍ତି, “ଆଘାତପ୍ରାପ୍ତ, ପଙ୍ଗୁ, ବିତାଡ଼ିତ ଓ ଦଣ୍ତିତ ଯିରୁଶାଲମକୁ ଆମ୍ଭେ ପୁନର୍ବାର ଫେରାଇ ଆଣିବା। Faic an caibideil |