ମୀଖା 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହାୟ, ମୁଁ ସନ୍ତାପର ପାତ୍ର! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ବିରି ଫଳ ଲାଳସା କରେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ହାୟ, ମୁଁ ସନ୍ତାପର ପାତ୍ର ! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ତା ନାହିଁ, ମୋର ପ୍ରାଣ ପ୍ରଥମ ପକ୍ଵ ଡିମିରି ଫଳ ଲାଳସା କରେ। Faic an caibideilଓଡିଆ ବାଇବେଲ1 ହାୟ, ମୁଁ ସନ୍ତାପର ପାତ୍ର ! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ୱିରି ଫଳ ଲାଳସା କରେ। Faic an caibideilପବିତ୍ର ବାଇବଲ1 ମୁଁ ବିବ୍ରତ, କାରଣ ଫଳ ତୋଳିଲା ପରେ ଫଳ ବଗିଗ୍ଭ ଶ୍ରୀହୀନ ହେଲାପରି ମୁଁ ହୋଇଅଛି ଏବଂ ଦ୍ରାକ୍ଷାଲତାରୁ ଦ୍ରାକ୍ଷାଫଳ ତୋଳା ସରିଗଲା ପରି ମୁଁ ହୋଇଅଛି। ଗୋଟିଏ ହେଲେ ଫଳ ଦ୍ରାକ୍ଷାଲତାରେ ଖାଇବାକୁ ନାହିଁ କି ମୋର ପ୍ରିୟ ପ୍ରଥମ ପକ୍ୱ ଡିମ୍ବିରି ଫଳ ନାହିଁ। Faic an caibideil |
ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।