ମାର୍କ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, “ଆସ, ମଝିରେ ଠିଆ ହୁଅ।” Faic an caibideilପବିତ୍ର ବାଇବଲ (Re-edited) - (BSI)3 ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ। Faic an caibideilଓଡିଆ ବାଇବେଲ3 ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ । Faic an caibideilପବିତ୍ର ବାଇବଲ (CL) NT (BSI)3 ଯୀଶୁ ସେହି ଲୋକକୁ କହିଲେ, “ଆଗକୁ ଉଠି ଆସ।” Faic an caibideilପବିତ୍ର ବାଇବଲ3 ଯୀଶୁ ସେଠାରେ ଥିବା ଖଞ୍ଜ ଲୋକଟିକୁ ଆଦେଶ ଦେଲେ, “ଏଠାରେ ଠିଆ ହୁଅ ଯେପରି ତୁମ୍ଭକୁ ସମସ୍ତେ ଦେଖି ପାରିବେ।” Faic an caibideil |