ମାର୍କ 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ୱଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରିପାରେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଆଉ, ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ଵଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରି ପାରେ ନାହିଁ। Faic an caibideilଓଡିଆ ବାଇବେଲ3 ଆଉ ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ୱଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରି ପାରେ ନାହିଁ । Faic an caibideilପବିତ୍ର ବାଇବଲ (CL) NT (BSI)3 ତାଙ୍କ ବସ୍ତ୍ର ଶୁଭ୍ର ହୋଇ ଅତି ଉଜ୍ଜ୍ୱଳ ଦେଖାଗଲା - ଜଗତର କେହି ତାକୁ ଧୋଇ ଏତେ ଶୁଭ୍ର କରିପାରି ନ ଥାନ୍ତା। Faic an caibideilପବିତ୍ର ବାଇବଲ3 ଯୀଶୁଙ୍କ ବସ୍ତ୍ର ଧଳା ଚକ୍ ଚକ୍ ହୋଇଗଲା। ତାହା ଏତେ ଉଜ୍ଜ୍ୱଳ ଓ ଧଳା ଥିଲା ଯେ, ପୃଥିବୀର କୌଣସି ଲୋକ ଏତେ ଧଳା କରି ପାରିବ ନାହିଁ। Faic an caibideil |