ନିହିମୀୟା 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେତେବେଳେ ସେମାନେ ମୋତେ କହିଲେ, “ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ସେହି ପ୍ରଦେଶର ଅବଶିଷ୍ଟ ଲୋକେ ମହାଦୁଃଖ ଓ ଅପମାନରେ ଅଛନ୍ତି; କାରଣ ଯିରୂଶାଲମର ପ୍ରାଚୀର ଭଗ୍ନ ହୋଇ ରହିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି।” Faic an caibideilପବିତ୍ର ବାଇବଲ (Re-edited) - (BSI)3 ସେତେବେଳେ ସେମାନେ ମୋତେ କହିଲେ, ବନ୍ଦୀତ୍ଵରୁ ରକ୍ଷିତ ସେହି ପ୍ରଦେଶସ୍ଥ ଅବଶିଷ୍ଟ ଲୋକେ ମହାଦୁଃଖ ଓ ଅପମାନରେ ଅଛନ୍ତି; ମଧ୍ୟ ଯିରୂଶାଲମର ପ୍ରାଚୀର ଭଗ୍ନ ହୋଇ ରହିଅଛି ଓ ତହିଁର ଦ୍ଵାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି। Faic an caibideilଓଡିଆ ବାଇବେଲ3 ସେତେବେଳେ ସେମାନେ ମୋତେ କହିଲେ, “ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ସେହି ପ୍ରଦେଶର ଅବଶିଷ୍ଟ ଲୋକେ ମହାଦୁଃଖ ଓ ଅପମାନରେ ଅଛନ୍ତି; କାରଣ ଯିରୂଶାଲମର ପ୍ରାଚୀର ଭଗ୍ନ ହୋଇ ରହିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି।” Faic an caibideilପବିତ୍ର ବାଇବଲ3 ସେତେବେଳେ ସେମାନେ ମୋତେ କହିଲେ, “ଯେଉଁମାନେ ବନ୍ଦୀତ୍ୱରୁ ଫେରି ଆସିଥିଲେ ସେହି ପ୍ରଦେଶସ୍ଥ ଅବଶିଷ୍ଟ ଲୋକେ ମହା ଦୁଃଖ ଓ ଅପମାନରେ ଅଛନ୍ତି, କାରଣ ଯିରୁଶାଲମର ପ୍ରାଚୀର ଭାଙ୍ଗି ଅଛି ଏବଂ ଏହାର ଫାଟକକୁ ପୋଡ଼ି ଦିଆଯାଇଅଛି।” Faic an caibideil |
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।