ନିହିମୀୟା 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ହେ ସଦାପ୍ରଭୋ, ସ୍ୱର୍ଗସ୍ଥ ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ ଓ ଭୟଙ୍କର ପରମେଶ୍ୱର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ; Faic an caibideilପବିତ୍ର ବାଇବଲ (Re-edited) - (BSI)5 ହେ ସଦାପ୍ରଭୋ, ସ୍ଵର୍ଗସ୍ଥ ପରମେଶ୍ଵର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ ଓ ଭୟଙ୍କର ପରମେଶ୍ଵର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ; Faic an caibideilଓଡିଆ ବାଇବେଲ5 “ହେ ସଦାପ୍ରଭୁ, ସ୍ୱର୍ଗସ୍ଥ ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ୍ ଓ ଭୟଙ୍କର ପରମେଶ୍ୱର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ; Faic an caibideilପବିତ୍ର ବାଇବଲ5 ତା'ପରେ ମୁଁ ଏହିପରି ପ୍ରାର୍ଥନା କଲି: “ହେ ସଦାପ୍ରଭୁ, ସ୍ୱର୍ଗର ପରମେଶ୍ୱର, ତୁମ୍ଭେ ମହାନ ଓ ଶକ୍ତିଶାଳୀ ପରମେଶ୍ୱର ଅଟ। ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ସବୁ ପାଳନ କରନ୍ତି, ତୁମ୍ଭେ ତୁମ୍ଭର ଚୁକ୍ତି ରକ୍ଷା କର ଓ ସେମାନଙ୍କ ପ୍ରତି ଅନୁରକ୍ତ ରୁହ। Faic an caibideil |
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।