ନିହିମୀୟା 11:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା ଓ ହସନୁୟେର ପୁତ୍ର ଯିହୁଦା ନଗରର ଦ୍ୱିତୀୟ କର୍ତ୍ତା ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)9 ଆଉ, ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା ଓ ହସନୟାର ପୁତ୍ର ଯିହୁଦା ନଗରର ଦ୍ଵିତୀୟ କର୍ତ୍ତା ଥିଲା। Faic an caibideilଓଡିଆ ବାଇବେଲ9 ଆଉ, ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା ଓ ହସନୁୟେର ପୁତ୍ର ଯିହୁଦା ନଗରର ଦ୍ୱିତୀୟ କର୍ତ୍ତା ଥିଲା। Faic an caibideilପବିତ୍ର ବାଇବଲ9 ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ମୁଖ୍ୟ ଥିଲେ। ହସନୟାର ପୁତ୍ର ଯିହୁଦା ନଗରର ଦ୍ୱିତୀୟ ଶାସକ ଥିଲେ। Faic an caibideil |