ନିହିମୀୟା 13:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ମୁଁ ଆଜ୍ଞା କରନ୍ତେ, ସେମାନେ କୋଠରିସବୁ ଶୁଚି କଲେ; ତେବେ ମୁଁ ସେଠାକୁ ପୁନର୍ବାର ପରମେଶ୍ୱରଙ୍କ ଗୃହର ପାତ୍ରାଦି ଓ ଭକ୍ଷ୍ୟ ନୈବେଦ୍ୟ ଓ କୁନ୍ଦୁରୁ ଆଣିଲି। Faic an caibideilପବିତ୍ର ବାଇବଲ (Re-edited) - (BSI)9 ତହୁଁ ମୁଁ ଆଜ୍ଞା କରନ୍ତେ, ସେମାନେ କୋଠରିସବୁ ଶୁଚି କଲେ; ତେବେ ମୁଁ ସେଠାକୁ ପୁନର୍ବାର ପରମେଶ୍ଵରଙ୍କ ଗୃହର ପାତ୍ରାଦି ଓ ଭକ୍ଷ୍ୟ-ନୈବେଦ୍ୟ ଓ କୁନ୍ଦୁରୁ ଆଣିଲି। Faic an caibideilଓଡିଆ ବାଇବେଲ9 ତହୁଁ ମୁଁ ଆଜ୍ଞା କରନ୍ତେ, ସେମାନେ କୋଠରିସବୁ ଶୁଚି କଲେ; ତେବେ ମୁଁ ସେଠାକୁ ପୁନର୍ବାର ପରମେଶ୍ୱରଙ୍କ ଗୃହର ପାତ୍ରାଦି ଓ ଭକ୍ଷ୍ୟ-ନୈବେଦ୍ୟ ଓ କୁନ୍ଦୁରୁ ଆଣିଲି। Faic an caibideilପବିତ୍ର ବାଇବଲ9 ଏହା ପରେ ମୁଁ ଆଜ୍ଞା କରିବାରୁ, ସେମାନେ କୋଠରୀସବୁକୁ ଶୁଚିକଲେ। ତେବେ ମୁଁ ସେଠାକୁ ପୁନର୍ବାର ପରମେଶ୍ୱରଙ୍କ ଗୃହର ପାତ୍ରାଦି ଓ ଶସ୍ୟ ନୈବେଦ୍ୟ ଓ କୁନ୍ଦୁରୁ ଆଣିଲି। Faic an caibideil |
ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।