Biblia Todo Logo
Bìoball air-loidhne

- Sanasan -




ନିହିମୀୟା 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହାପରେ ମୁଁ ନଦୀ ସେପାରିର ଦେଶାଧ୍ୟକ୍ଷମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ରାଜାଙ୍କ ପତ୍ର ଦେଲି। ଆହୁରି, ରାଜା ମୋʼ ସଙ୍ଗେ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଏଉତ୍ତାରେ ମୁଁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ରାଜାଙ୍କ ପତ୍ର ଦେଲି। ଆହୁରି, ରାଜା ମୋʼ ସଙ୍ଗେ ସେନାପତି ଓ ଅଶ୍ଵାରୋହୀ-ମାନଙ୍କୁ ପଠାଇଥିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଏହାପରେ ମୁଁ ନଦୀ ସେପାରିର ଦେଶାଧ୍ୟକ୍ଷମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ରାଜାଙ୍କ ପତ୍ର ଦେଲି। ଆହୁରି, ରାଜା ମୋ’ ସଙ୍ଗେ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ତେଣୁ ମୁଁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷଙ୍କ ନିକଟକୁ ଗଲି। ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ରାଜାଙ୍କର ପ୍ରଦତ୍ତ ପତ୍ର ଦେଲି। ତେଣୁ ଦେଶାଧ୍ୟକ୍ଷ ମୋ’ ସହିତ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଲେ।

Faic an caibideil Dèan lethbhreac




ନିହିମୀୟା 2:9
2 Iomraidhean Croise  

କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।


ଆହୁରି, ମୁଁ ରାଜାଙ୍କୁ କହିଲି, “ଯେବେ ମହାରାଜଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ି ଦିଅନ୍ତି, ଏଥିପାଇଁ ସେମାନଙ୍କ ନିକଟକୁ ମୋତେ ପତ୍ର ଦିଆଯାଉ;


Lean sinn:

Sanasan


Sanasan