Biblia Todo Logo
Bìoball air-loidhne

- Sanasan -




ନିହିମୀୟା 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସେମାନଙ୍କ ନିକଟରେ ହକ୍କୋସ୍‍ର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲ୍‍ର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ ମରାମତି କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ସେମାନଙ୍କ ନିକଟରେ ହକ୍କୋସର ପୌତ୍ର ଊରୀୟର ପୁତ୍ର ମରେମୋତ୍ ଜୀର୍ଣ୍ଣସଂସ୍କାର କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍ ଜୀର୍ଣ୍ଣସଂସ୍କାର କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ୍ ଜୀର୍ଣ୍ଣସଂସ୍କାର କଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ପୁଣି, ସେମାନଙ୍କ ନିକଟରେ ହକ୍କୋସ୍‍ର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲ୍‍ର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ ମରାମତି କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ସେମାନଙ୍କ ପରେ ହ‌କ୍‌କୋସର ପୁତ୍ର ଊରିୟ, ଊରିୟର ପୁତ୍ର ମରେମୋତ୍ ତା'ପର ଅଂଶ ମରାମତି କଲା, ଏବଂ ସେମାନଙ୍କ ପରେ ମଶେଷବେଲର ପୁତ୍ର ବେରିଖିୟ ଓ ବେରିଖିୟର ପୁତ୍ର ମଶୁଲ୍ଲମ୍ ପରବର୍ତ୍ତୀ ଅଂଶ ମରାମତି କଲା। ଆଉ ସେମାନଙ୍କ ପରେ ବାନାର ପୁତ୍ର ସାଦୋକ୍ ପରବର୍ତ୍ତୀ ଅଂଶ ମରାମତି କଲା।

Faic an caibideil Dèan lethbhreac




ନିହିମୀୟା 3:4
11 Iomraidhean Croise  

ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍‍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।


ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍‍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍‍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍‍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;


ବୁନ୍ନି, ଅସ୍ଗଦ, ବେବୟ;


ମଶେଷବେଲ୍‍, ସାଦୋକ, ଯଦ୍ଦୁୟ;


ମଶୁଲ୍ଲମ୍‍, ଅବୀୟ, ମିୟାମୀନ୍‍।


ତତ୍ପରେ ହକ୍କୋସ୍‍ର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ଇଲିୟାଶୀବ୍‍ର ଗୃହ ଦ୍ୱାରଠାରୁ ଇଲୀୟାଶୀବର ଗୃହପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ମରାମତି କଲା।


ଆଉ, ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ୱାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ କିଳିଣୀ ଓ ଅର୍ଗଳସବୁ ଲଗାଇଲେ।


ତାହା ପରେ ଶେଲିମୀୟର ପୁତ୍ର ହନାନୀୟ ଓ ସାଲଫର ଷଷ୍ଠ ପୁତ୍ର ହାନୂନ୍‍ ଅନ୍ୟ ଏକ ଅଂଶର ମରାମତି କଲେ। ତାହା ପରେ ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ଆପଣା କୋଠରି ସମ୍ମୁଖରେ ମରାମତି କଲା।


ପୁଣି, ସେମାନଙ୍କ ନିକଟରେ ତକୋୟ ନଗରର ଲୋକମାନେ ମରାମତି କଲେ; ମାତ୍ର ସେମାନଙ୍କର ଦଳପତିମାନେ ଆପଣାମାନଙ୍କ ନେତାଙ୍କ କର୍ମ କରିବାକୁ ରାଜି ହେଲେ ନାହିଁ।


କାରଣ, ସେ ଆରହର ପୁତ୍ର ଶଖନୀୟର ଜୁଆଁଇ ହେବାରୁ ଓ ତାହାର ପୁତ୍ର ଯିହୋହାନନ୍‍ ବେରିଖୀୟର ପୁତ୍ର ମଶୁଲ୍ଲମ୍‍ର କନ୍ୟାକୁ ବିବାହ କରିଥିବାରୁ ଯିହୁଦା ମଧ୍ୟରେ ଅନେକେ ତାହା ପକ୍ଷରେ ଶପଥ କରିଥିଲେ।


ଯାଜକମାନଙ୍କ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍‍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।


Lean sinn:

Sanasan


Sanasan