ନିହିମୀୟା 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହିରୂପେ ଆମ୍ଭେମାନେ ପ୍ରାଚୀର ଗଢ଼ିଲୁ ଓ ତହିଁର ଉଚ୍ଚତାର ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା; ଯେଣୁ କର୍ମ କରିବାକୁ ଲୋକମାନଙ୍କର ମନ ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)6 ଏହିରୂପେ ଆମ୍ଭେମାନେ ପ୍ରାଚୀର ଗଢ଼ିଲୁ ଓ ତହିଁର ଉଚ୍ଚତାର ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା; ଯେଣୁ କର୍ମ କରିବାକୁ ଲୋକମାନଙ୍କର ମନ ଥିଲା। Faic an caibideilଓଡିଆ ବାଇବେଲ6 ଏହିରୂପେ ଆମ୍ଭେମାନେ ପ୍ରାଚୀର ଗଢ଼ିଲୁ ଓ ତହିଁର ଉଚ୍ଚତାର ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା; ଯେଣୁ କର୍ମ କରିବାକୁ ଲୋକମାନଙ୍କର ମନ ଥିଲା। Faic an caibideilପବିତ୍ର ବାଇବଲ6 ଆମ୍ଭେ ଯିରୁଶାଲମର ପ୍ରାଚୀର ଗଠନ କଲୁ। ଆମ୍ଭେ ନଗରର ଚତୁର୍ପାର୍ଶ୍ୱରେ ପ୍ରାଚୀର ଗଠନ କଲୁ। କିନ୍ତୁ ତହିଁର ଉଚ୍ଚତାରୁ ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା। ଯେହେତୁ କର୍ମ କରିବାକୁ ଲୋକମାନଙ୍କ ମନ ଥିଲା। Faic an caibideil |