ନିହିମୀୟା 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଲୋକମାନଙ୍କର ଓ ସେମାନଙ୍କ ଭାର୍ଯ୍ୟାଗଣ ସ୍ୱର ଉତ୍ତୋଳନ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଲୋକମାନଙ୍କର ଓ ସେମାନଙ୍କ ଭାର୍ଯ୍ୟାଗଣର ମହାକ୍ରନ୍ଦନ ଉଠିଲା। Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଲୋକମାନଙ୍କର ଓ ସେମାନଙ୍କ ଭାର୍ଯ୍ୟାଗଣ ସ୍ଵର ଉତ୍ତୋଳନ କଲେ। Faic an caibideilପବିତ୍ର ବାଇବଲ1 ଅନେକ ଲୋକେ ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଅଭିଯୋଗ କଲେ। Faic an caibideil |