ନିହିମୀୟା 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେତେବେଳେ ସନ୍ବଲ୍ଲଟ୍ ଓ ଗେଶମ୍ ମୋʼ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ।” ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ସେତେବେଳେ ସନ୍ବଲ୍ଲଟ୍ ଓ ଗେଶମ୍ ମୋʼ କତିକି ଲୋକ ପଠାଇ କହିଲେ, ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ। ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ। Faic an caibideilଓଡିଆ ବାଇବେଲ2 ସେତେବେଳେ ସନ୍ବଲ୍ଲଟ୍ ଓ ଗେଶମ୍ ମୋ’ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ।” ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ। Faic an caibideilପବିତ୍ର ବାଇବଲ2 ସେତେବେଳେ ସନ୍ବଲ୍ଲଟ୍ ଓ ଗେଶମ ମୋ’ ନିକଟକୁ ଲୋକ ପଠାଇ କହିଲେ, “ଆସ ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ସାକ୍ଷାତ କରିବା।” ମାତ୍ର ସେମାନେ ମୋର ହିଂସା କରିବାକୁ ବିଗ୍ଭର କରିଥିଲେ। Faic an caibideil |