ନିହିମୀୟା 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ଵାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ। Faic an caibideilଓଡିଆ ବାଇବେଲ1 ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ। Faic an caibideilପବିତ୍ର ବାଇବଲ1 ଆମ୍ଭେ ପ୍ରାଚୀର ନିର୍ମାଣ ସମାପ୍ତ କଲୁ, ଏହା ପରେ ଆମ୍ଭେ ସମସ୍ତ ଦ୍ୱାରରେ କବାଟ ଲଗାଇଲୁ। ଏହା ପରେ, ମୁଁ ଦ୍ୱାରପାଳ ଗାୟକ ଓ ଲେବୀୟମାନଙ୍କୁ ନିଯୁକ୍ତ କଲି। Faic an caibideil |
ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।