ନିହିମୀୟା 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)4 ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହ ସବୁ ନିର୍ମିତ ହୋଇ ନ ଥିଲା। Faic an caibideilଓଡିଆ ବାଇବେଲ4 ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହ ସବୁ ନିର୍ମିତ ହୋଇ ନ ଥିଲା। Faic an caibideilପବିତ୍ର ବାଇବଲ4 ବର୍ତ୍ତମାନ ନଗର ପ୍ରଶସ୍ତ ଥିଲା। ମାତ୍ର ତହିଁ ମଧ୍ୟରେ ଅଳ୍ପଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା। Faic an caibideil |
ଆଉ, ମୁଁ ସେମାନଙ୍କୁ କହିଲି, “ସୂର୍ଯ୍ୟ ପ୍ରଚଣ୍ଡ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ୱାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ୱାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।”