Biblia Todo Logo
Bìoball air-loidhne

- Sanasan -




ନିହିମୀୟା 7:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଉତ୍ତାରେ ବଂଶାବଳୀ କ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ୱର ମୋʼ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଏଉତ୍ତାରେ ବଂଶାବଳୀକ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ଵର ମୋʼ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,

Faic an caibideil Dèan lethbhreac

ଓଡିଆ ବାଇବେଲ

5 ଏଉତ୍ତାରେ ବଂଶାବଳୀକ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ୱର ମୋ’ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,

Faic an caibideil Dèan lethbhreac

ପବିତ୍ର ବାଇବଲ

5 ଏହା ପରେ ବଂଶାବଳି କ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋର ପରମେଶ୍ୱର ମୋ’ ମନରେ ପ୍ରବୃତ୍ତି ଯାତ କଲେ। ଆଉ ଯେଉଁମାନେ ପ୍ରଥମେ ଆସିଲେ, ମୁଁ ସେମାନଙ୍କର ବଂଶାବଳି ପୁସ୍ତକ ପାଇଲି। ତହିଁରେ ଏହା ଲେଖା ଯାଇଥିବାର ଦେଖିଲି।

Faic an caibideil Dèan lethbhreac




ନିହିମୀୟା 7:5
15 Iomraidhean Croise  

ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।


ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ୱିତ କରିବାକୁ ରାଜାର ଅନ୍ତଃକରଣକୁ ଏରୂପ ଉଦ୍ଦୀପିତ କରିଅଛନ୍ତି,


ହେ ମୋହର ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଯେଉଁ କାର୍ଯ୍ୟ କରିଅଛି, ମୋʼ ପକ୍ଷରେ ମଙ୍ଗଳ ନିମନ୍ତେ ତାହାସବୁ ସ୍ମରଣ କର।


ହେ ମୋହର ପରମେଶ୍ୱର, ଟୋବୀୟ ଓ ସନ୍‍ବଲ୍ଲଟ୍‍ର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍‍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍‍ବକ୍ତା, ସେମାନଙ୍କୁ ସ୍ମରଣ କର।


ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା।


ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦରୁ ବିଚ୍ୟୁତ ହେଲେ।


ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।


ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।


ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ବରଙ୍କଠାରୁ;


କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍‍ଯୋଗ ଜନ୍ମାଇଅଛନ୍ତି;


ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋʼ ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି।


ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ।


Lean sinn:

Sanasan


Sanasan