ନିହିମୀୟା 7:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ନେଇଯାଇଥିଲା; Faic an caibideilପବିତ୍ର ବାଇବଲ (Re-edited) - (BSI)6 ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୁଖଦ୍ନିତ୍ସର ଏମାନଙ୍କୁ ନେଇଯାଇଥିଲା; Faic an caibideilଓଡିଆ ବାଇବେଲ6 ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ନେଇଯାଇଥିଲା; Faic an caibideilପବିତ୍ର ବାଇବଲ6 ଯେଉଁମାନେ ବନ୍ଦୀରୂପେ ଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକ ଯିରୁଶାଲମ ଓ ଯିହୁଦାସ୍ଥିତ ନିଜ ନିଜ ନଗରକୁ ଫେରି ଆସିଲେ। ବାବିଲର ରାଜା ନବୂଖଦ୍ନିତ୍ସର ଯିହୁଦୀୟମାନଙ୍କୁ କରାୟତ କରିଥିଲେ। Faic an caibideil |