ନିହିମୀୟା 8:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପୁଣି, ସମସ୍ତ ଲୋକ ଏକ ଉଦ୍ଦେଶ୍ୟରେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ କହିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ପୁଣି, ସମସ୍ତ ଲୋକ ଏକ ବ୍ୟକ୍ତି ତୁଲ୍ୟ ଜଳଦ୍ଵାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ କହିଲେ। Faic an caibideilଓଡିଆ ବାଇବେଲ1 ପୁଣି, ସମସ୍ତ ଲୋକ ଏକ ଉଦ୍ଦେଶ୍ୟରେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ କହିଲେ। Faic an caibideilପବିତ୍ର ବାଇବଲ1 ତେଣୁ ସମସ୍ତ ଲୋକମାନେ ଜଳଦ୍ୱାର ନିକଟରେ ଥିବା ଛକରେ ଏକ ମନରେ ଏକତ୍ରିତ ହେଲେ। ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଲିପିକାରଙ୍କୁ କହିଲେ। Faic an caibideil |