Biblia Todo Logo
Bìoball air-loidhne

- Sanasan -




ନିହିମୀୟା 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍‍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍‍କୀୟ, ହଶୂମ, ହଶ୍‍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍‍ ଠିଆ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଷ୍ଠମୟ ମଞ୍ଚା ଉପରେ ଠିଆ ହେଲା; ଆଉ, ଦକ୍ଷିଣ ପାର୍ଶ୍ଵରେ ତାହା ନିକଟରେ ମତ୍ତଥୀୟ ଓ ଶେମା ଓ ଅନାୟ ଓ ଊରୀୟ ଓ ହିଲ୍‍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ ଓ ମୀଶାୟେଲ୍ ଓ ମଲକୀୟ ଓ ହଶୁମ୍ ଓ ହଶ୍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍ ଠିଆ ହେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍‍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍‍କୀୟ, ହଶୂମ, ହଶ୍‍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍‍ ଠିଆ ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ଏଜ୍ରା ଯାଜକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠମୟ ମଞ୍ଚା ଉପରେ ଠିଆ ହେଲେ। ଆଉ ଦକ୍ଷିଣ ପାର୍ଶ୍ୱରେ ତାଙ୍କ ନିକଟରେ ମତ୍ତଥିୟ, ଶେମା, ଅନାୟ, ଊରିୟ, ହି‌ଲ୍‌‌‌କିୟ, ମାସେୟ ଠିଆ ହେଲେ, ଏବଂ ତାଙ୍କ ବାମ ପାର୍ଶ୍ୱରେ ପଦାୟ ଓ ମୀଶାୟେଲ, ମ‌‌‌‌ଲ୍‌‌‌‌‌‌‌କିୟ, ହଶୁମ ଓ ହ‌ଶ୍‌ବଦ୍ଦାନା, ଜିଖରିୟ ଓ ମଶୁଲ୍ଲମ ଠିଆ ହେଲେ।

Faic an caibideil Dèan lethbhreac




ନିହିମୀୟା 8:4
16 Iomraidhean Croise  

କାରଣ ଶଲୋମନ ପାଞ୍ଚ ହାତ ଦୀର୍ଘ ଓ ପାଞ୍ଚ ହାତ ପ୍ରସ୍ଥ ଓ ତିନି ହାତ ଉଚ୍ଚ ଏକ ପିତ୍ତଳମୟ ମଞ୍ଚ ନିର୍ମାଣ କରି ପ୍ରାଙ୍ଗଣର ମଧ୍ୟସ୍ଥଳରେ ରଖିଥିଲେ; ଆଉ ସେ ତହିଁ ଉପରେ ଠିଆ ହୋଇ ସମସ୍ତ ଇସ୍ରାଏଲର ସମାଜ ସମ୍ମୁଖରେ ଆଣ୍ଠୁପାତି ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ,


ଆଉ, ବାନିର ସନ୍ତାନଗଣ ମଧ୍ୟରୁ ମଶୁଲ୍ଲମ୍‍, ମଲ୍ଲୁକ ଓ ଅଦାୟା, ଯାଶୂବ ଓ ଶାଲ, ଯିରେମୋତ୍‍।


ହଶୂମର ସନ୍ତାନଗଣ ମଧ୍ୟରୁ ମତ୍ତନୟ, ମତ୍ତତ୍ତ, ସାବଦ୍‍, ଇଲୀଫେଲଟ୍‍, ଯିରେମୟ, ମନଃଶି, ଶିମୀୟି;


ହୋଦୀୟ, ହଶୂମ, ବେତ୍ସୟ,


ମଗ୍‍ପୀୟସ୍‍, ମଶୁଲ୍ଲମ୍‍, ହେଷୀର;


ରହୂମ୍‍, ହଶବ୍‍ନା, ମାସେୟ,


ପଶ୍‍ହୂର, ଅମରୀୟ, ମଲ୍‍କୀୟ;


ମଶୁଲ୍ଲମ୍‍, ଅବୀୟ, ମିୟାମୀନ୍‍।


ଆଉ, ବାରୂକର ପୁତ୍ର ମାସେୟ, ସେହି ବାରୂକ କଲ୍‍ହୋଷିର ପୁତ୍ର, କଲ୍‍ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବ୍‍ର ପୁତ୍ର, ଯୋୟାରୀବ୍‍ ଜିଖରୀୟର ପୁତ୍ର, ଜିଖରୀୟ ଶୀଲୋନିର ପୁତ୍ର।


ବିନ୍ୟାମୀନ୍‍ର ସନ୍ତାନଗଣ, ଯଥା, ମଶୁଲ୍ଲମ୍‍ର ପୁତ୍ର ସଲ୍ଲୁ, ସେହି ମଶୁଲ୍ଲମ୍‍ ଯୋୟେଦ୍‍ର ପୁତ୍ର, ଯୋୟେଦ୍‍ ପଦାୟର ପୁତ୍ର, ପଦାୟ କୋଲାୟାର ପୁତ୍ର, କୋଲାୟା ମାସେୟର ପୁତ୍ର, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର।


ଯିରିମୀୟ-ବଂଶର ହନାନୀୟ; ଏଜ୍ରା-ବଂଶର ମଶୁଲ୍ଲମ୍‍; ଅମରୀୟ-ବଂଶର ଯିହୋହାନନ୍‍;


ତହୁଁ ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲେ; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା।


ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲେ; କାରଣ ସେ ସମସ୍ତ ଲୋକଙ୍କ ଊର୍ଦ୍ଧ୍ୱରେ ଠିଆ ହୋଇଥିଲେ; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ।


ପୁଣି, ସେମାନେ ସ୍ୱ ସ୍ୱ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ୱୀକାର କରି ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କଲେ।


ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍‍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ।


“ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାକୁ ବ୍ୟାଖ୍ୟା କରିବାର ଅଧିକାର ପାଇଅଛନ୍ତି।


Lean sinn:

Sanasan


Sanasan