ନିହିମୀୟା 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଓ ଯାଜକ ଏଜ୍ରା ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, “ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର।” କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକ ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, ଆଜିଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର। କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ। Faic an caibideilଓଡିଆ ବାଇବେଲ9 ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଓ ଯାଜକ ଏଜ୍ରା ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, “ଆଜିଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର।” କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ। Faic an caibideilପବିତ୍ର ବାଇବଲ9 ଦେଶାଧ୍ୟକ୍ଷ ନିହିମିୟା, ଲିପିକାର ଓ ଯାଜକ ଏଜ୍ରା ଓ ଲେବୀୟମାନେ, ଯେଉଁମାନେ ବୁଝିବାରେ ଲୋକମାନଙ୍କୁ ସାହାଯ୍ୟ କଲେ, “ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ। ଶୋକ କର ନାହିଁ କି ରୋଦନ କର ନାହିଁ।” ସେମାନେ ଏହା କହିଲେ, କାରଣ ବ୍ୟବସ୍ଥା ବାକ୍ୟ ଶ୍ରବଣ କରନ୍ତେ ସମସ୍ତ ଲୋକ ରୋଦନ କଲେ। Faic an caibideil |
ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।