Biblia Todo Logo
Bìoball air-loidhne

- Sanasan -




ନିହିମୀୟା 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେମାନେ ସ୍ୱ ସ୍ୱ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ୱୀକାର କରି ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ସେମାନେ ସ୍ଵ ସ୍ଵ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ଵୀକାର କରି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ପ୍ରଣାମ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ପୁଣି, ସେମାନେ ସ୍ୱ ସ୍ୱ ସ୍ଥାନରେ ଠିଆ ହୋଇ ଦିନର ଚତୁର୍ଥାଂଶ ପର୍ଯ୍ୟନ୍ତ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ଅନ୍ୟ ଚତୁର୍ଥାଂଶ ପର୍ଯ୍ୟନ୍ତ ସେମାନେ ପାପ ସ୍ୱୀକାର କରି ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ସେମାନେ ସେଠାରେ ପ୍ରାୟ ତିନି ଘଣ୍ଟାଧରି ଠିଆ ହେଲେ, ଏବଂ ଲୋକମାନେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ବ୍ୟବସ୍ଥା ପୁସ୍ତକ ପାଠ କଲେ। ଏହା ପରେ ସେମାନେ ସେଠାରେ ତିନି ଘଣ୍ଟାରୁ ଉର୍ଦ୍ଧ ସମୟ ଧରି ସେମାନଙ୍କର ପାପ ସ୍ୱୀକାର କଲେ ଓ ନତମସ୍ତକ ହୋଇ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ଉପାସନା କଲେ।

Faic an caibideil Dèan lethbhreac




ନିହିମୀୟା 9:3
4 Iomraidhean Croise  

ସେହି ଦିନ ସେମାନେ ଲୋକମାନଙ୍କ କର୍ଣ୍ଣଗୋଚରରେ ମୋଶାଙ୍କ ପୁସ୍ତକରୁ ପାଠ କଲେ; ପୁଣି, ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା ଯେ, ଅମ୍ମୋନୀୟ ଓ ମୋୟାବୀୟ ଲୋକ ଅନନ୍ତକାଳ ପରମେଶ୍ୱରଙ୍କ ସମାଜରେ ପ୍ରବେଶ କରିବେ ନାହିଁ,


ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ।


Lean sinn:

Sanasan


Sanasan