ନିହିମୀୟା 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଆଉ, ଯେଶୂୟ ଓ ବାନି, କଦ୍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ଲେବୀୟମାନଙ୍କ ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ନିକଟରେ ଉଚ୍ଚୈଃସ୍ଵରରେ କ୍ରନ୍ଦନ କଲେ। Faic an caibideilଓଡିଆ ବାଇବେଲ4 ଆଉ, ଲେବୀୟମାନେ, ଯେଶୂୟ ଓ ବାନି, କଦ୍ମୀୟେଲ, ଶବନୀୟ, ବୁନ୍ନି, ଶେରେବୀୟ, ବାନି ଓ କନାନି ପାବଚ୍ଛରେ ଠିଆ ହୋଇ ସଦାପ୍ରଭୁ ପରମେଶ୍ୱରଙ୍କୁ ଉଚ୍ଚସ୍ୱରରେ ଡାକିଲେ। Faic an caibideilପବିତ୍ର ବାଇବଲ4 ଏହା ପରେ, ଯେଶୂୟ, ବାନି, କଦ୍ମୀୟେଲ୍, ଶବନିୟ, ବୁନ୍ନି, ଶେରେବିୟ, ବାନି ଓ କନାନି ଲେବୀୟମାନଙ୍କ ପଛରେ ଛିଡ଼ା ହୋଇ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କଠାରେ ଉଚ୍ଚସ୍ୱରରେ କ୍ରନ୍ଦନ କଲେ। Faic an caibideil |