Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 1:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ସବୂଲୂନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

31 ସବୂଲୂନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

31 ସବୂଲୂନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

31 ସବୂଲୂନ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 57,400

Faic an caibideil Dèan lethbhreac




ଗଣନା ପୁସ୍ତକ 1:31
4 Iomraidhean Croise  

ସବୂଲୂନ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;


ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;


ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ସତାବନ ହଜାର ଚାରି ଶହ।


ସବୂଲୂନର ଏହି ସକଳ ବଂଶ ଗଣାଯାʼନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ।


Lean sinn:

Sanasan


Sanasan