Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 1:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ବିନ୍ୟାମୀନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

36 ବିନ୍ୟାମିନ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;

Faic an caibideil Dèan lethbhreac

ଓଡିଆ ବାଇବେଲ

36 ବିନ୍ୟାମୀନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;

Faic an caibideil Dèan lethbhreac

ପବିତ୍ର ବାଇବଲ

36 ବିନ୍ୟାମୀନ ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।

Faic an caibideil Dèan lethbhreac




ଗଣନା ପୁସ୍ତକ 1:36
10 Iomraidhean Croise  

ତହିଁରେ ଆମ୍ଭେମାନେ ପ୍ରଭୁଙ୍କୁ ଉତ୍ତର ଦେଇଥିଲୁ, ‘ଆମ୍ଭମାନଙ୍କ ପିତା ଅଛନ୍ତି, ସେ ବୃଦ୍ଧ ଲୋକ; ପୁଣି, ତାଙ୍କ ବୃଦ୍ଧାବସ୍ଥାର ଗୋଟିଏ ପୁତ୍ର ଅଛି, ସେହି ଜଣକ କନିଷ୍ଠ; ମାତ୍ର ତାହାର ସହୋଦର ମରିଅଛି, ସେହି କେବଳ ତାହାର ମାତାର ଅବଶିଷ୍ଟ ପୁତ୍ର; ଏଣୁ ତାହାର ପିତା ତାହାକୁ ସ୍ନେହ କରନ୍ତି।’


ପୁଣି, ବିନ୍ୟାମୀନ୍‍ର ସନ୍ତାନ ବେଲା, ବେଖର, ଅସ୍‍ବେଲ, ଗେରା, ନାମାନ୍‍, ଏହୀ, ରୋଶ, ମୁପ୍ପୀମ, ହୁପ୍ପୀମ୍‍ ଓ ଅର୍ଦ।


ବିନ୍ୟାମୀନ୍ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ।”


ପୁଣି, ବିନ୍ୟାମୀନ୍ ମଧ୍ୟରୁ ଇଲୀୟାଦା, ସେ ମହାବିକ୍ରମଶାଳୀ ଲୋକ ଥିଲା ଓ ତାହା ସଙ୍ଗରେ ଦୁଇ ଲକ୍ଷ ଧନୁର୍ଦ୍ଧାରୀ ଓ ଢାଲଧାରୀ ଲୋକ ଥିଲେ;


ମନଃଶି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବତ୍ରିଶ ହଜାର ଦୁଇ ଶହ ହେଲା।


ବିନ୍ୟାମୀନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ ହେଲା।


ସବୂଲୂନ ବଂଶରୁ ବାର ହଜାର, ଯୋଷେଫ ବଂଶରୁ ବାର ହଜାର, ବିନ୍ୟାମୀନ୍ ବଂଶରୁ ବାର ହଜାର।


ସେହି ଦିନ ନଗରମାନରୁ ଆସିଥିବା ବିନ୍ୟାମୀନ୍-ସନ୍ତାନଗଣର ଛବିଶ ହଜାର ଖଡ୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ।


Lean sinn:

Sanasan


Sanasan