Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 1:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ବିନ୍ୟାମୀନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

37 ବିନ୍ୟାମିନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତ୍ରିଂଶ ହଜାର ଚାରି ଶହ ହେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

37 ବିନ୍ୟାମୀନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତ୍ରିଂଶ ହଜାର ଚାରି ଶହ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

37 ବିନ୍ୟାମୀନ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 35,400

Faic an caibideil Dèan lethbhreac




ଗଣନା ପୁସ୍ତକ 1:37
7 Iomraidhean Croise  

ପୁଣି, ବିନ୍ୟାମୀନ୍ ମଧ୍ୟରୁ ଇଲୀୟାଦା, ସେ ମହାବିକ୍ରମଶାଳୀ ଲୋକ ଥିଲା ଓ ତାହା ସଙ୍ଗରେ ଦୁଇ ଲକ୍ଷ ଧନୁର୍ଦ୍ଧାରୀ ଓ ଢାଲଧାରୀ ଲୋକ ଥିଲେ;


ବିନ୍ୟାମୀନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;


ଦାନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;


ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ।


ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନ୍‍ର ସନ୍ତାନ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ।


ସେହି ଦିନ ନଗରମାନରୁ ଆସିଥିବା ବିନ୍ୟାମୀନ୍-ସନ୍ତାନଗଣର ଛବିଶ ହଜାର ଖଡ୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ।


Lean sinn:

Sanasan


Sanasan