Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 1:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଦାନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

39 ଦାନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

39 ଦାନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

39 ଦାନ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 62,700

Faic an caibideil Dèan lethbhreac




ଗଣନା ପୁସ୍ତକ 1:39
4 Iomraidhean Croise  

ଦାନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;


ଆଶେର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;


ତାହାର ଗଣିତ ସୈନ୍ୟ ସଂଖ୍ୟା ବାଷଠି ହଜାର ସାତ ଶହ।


ଶୂହମୀୟ ସମସ୍ତ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ।


Lean sinn:

Sanasan


Sanasan