ଗଣନା ପୁସ୍ତକ 1:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ଏହି ଲୋକମାନେ ଗଣିତ ହେଲେ; ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍, ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)44 ଏହି ଲୋକମାନେ ଗଣିତ ହେଲେ; ମୋଶା ଓ ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍; ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ। Faic an caibideilଓଡିଆ ବାଇବେଲ44 ଏହି ଲୋକମାନେ ଗଣିତ ହେଲେ; ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍, ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ। Faic an caibideilପବିତ୍ର ବାଇବଲ44 ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି ଏହି ଲୋକମାନଙ୍କୁ ଗଣନା କଲେ। ପ୍ରତ୍ୟେକ ପିତୃଗୃହ ନିମନ୍ତେ ଜଣେ ଜଣେ ଅଧିପତି ସେମାନଙ୍କୁ ଗଣନା କଲେ। Faic an caibideil |