Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍‍ ବଂଶର ଶଦେୟରର ପୁତ୍ର ଇଲୀଷୂର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି : ଯଥା, ରୁବେନ୍ ବଂଶର; ଶଦେୟରର ପୁତ୍ର ଇଲୀଷୂର।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍‍ ବଂଶର ଶଦେୟରର ପୁତ୍ର ଇଲୀଷୂର।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି; ଯଥା: ରୁବେନ୍ ପରିବାରବର୍ଗର ଶଦେୟରର ପୁତ୍ର ଇଲୀଷୂର।

Faic an caibideil Dèan lethbhreac




ଗଣନା ପୁସ୍ତକ 1:5
17 Iomraidhean Croise  

ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଜର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ।


ଶିମୀୟୋନ ବଂଶର ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ।


ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।


ତହୁଁ ରୁବେନ୍‍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।


ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ୍‍-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍‍-ସନ୍ତାନଗଣର ଅଧିପତି ହେବ;


ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍‍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦା-ସନ୍ତାନଗଣର ଅଧିପତି ହେବ;


ତହିଁରେ ପ୍ରଥମ ଦିନ ଯିହୁଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା;


ସେହି ଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ।


ଚତୁର୍ଥ ଦିନ ରୁବେନ୍‍-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା;


Lean sinn:

Sanasan


Sanasan