ଗଣନା ପୁସ୍ତକ 1:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)50 ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ ଓ ତହିଁର ସକଳ ଦ୍ରବ୍ୟ ଓ ତତ୍ସମ୍ଵନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟ-ମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ। Faic an caibideilଓଡିଆ ବାଇବେଲ50 ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ। Faic an caibideilପବିତ୍ର ବାଇବଲ50 ମାତ୍ର ତୁମ୍ଭେ ପବିତ୍ର ତମ୍ବୁ ଓ ତହିଁର ସମସ୍ତ ଦ୍ରବ୍ୟ ଏବଂ ଯେଉଁ ସମସ୍ତ ଜିନିଷ ତାହା ସହିତ ତା’ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ପବିତ୍ର ତମ୍ବୁ ଓ ତହିଁର ସମସ୍ତ ଦ୍ରବ୍ୟ ବୋହିବେ ଓ ସେମାନେ ତହିଁର ସେବା କରିବେ ଓ ତମ୍ବୁର ଗ୍ଭରିଆଡ଼େ ଛାଉଣି କରି ରହିବେ। Faic an caibideil |