ଗଣନା ପୁସ୍ତକ 10:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆହୁରି ତୁମ୍ଭମାନଙ୍କ ଆନନ୍ଦ ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” Faic an caibideilପବିତ୍ର ବାଇବଲ (Re-edited) - (BSI)10 ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ। Faic an caibideilଓଡିଆ ବାଇବେଲ10 ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” Faic an caibideilପବିତ୍ର ବାଇବଲ10 ଆଉ ମଧ୍ୟ ତୁମ୍ଭମାନଙ୍କ ଆନନ୍ଦ ଦିନରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ। ତାହା ପରମେଶ୍ୱରଙ୍କ ସମ୍ମୁଖରେ ସ୍ମରଣାର୍ଥେ କରାଯିବ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ।” Faic an caibideil |
ଆଉ ଯାଜକମାନେ ଆପଣା ଆପଣା ପଦ ଅନୁସାରେ ଠିଆ ହେଲେ; ଦାଉଦ ଲେବୀୟମାନଙ୍କ ପରିଚର୍ଯ୍ୟାକ୍ରମେ ପ୍ରଶଂସା ଗାନ କରିବା ସମୟରେ, ସଦାପ୍ରଭୁଙ୍କ କରୁଣା ସଦାକାଳସ୍ଥାୟୀ ବୋଲି ତାହାଙ୍କର ଧନ୍ୟବାଦ କରିବା ପାଇଁ ଦାଉଦ ରାଜା ଯେଉଁସବୁ ବାଦ୍ୟଯନ୍ତ୍ର ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କର ସେହି ସବୁ ବାଦ୍ୟଯନ୍ତ୍ର ଘେନି ଲେବୀୟମାନେ ମଧ୍ୟ ଠିଆ ହେଲେ; ପୁଣି ଯାଜକମାନେ ସେମାନଙ୍କ ସମ୍ମୁଖରେ ତୂରୀ ବଜାଇଲେ; ଆଉ ସମଗ୍ର ଇସ୍ରାଏଲ ଠିଆ ହେଲେ।