ଗଣନା ପୁସ୍ତକ 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା। Faic an caibideilପବିତ୍ର ବାଇବଲ (Re-edited) - (BSI)12 ତହିଁରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା। Faic an caibideilଓଡିଆ ବାଇବେଲ12 ତହିଁରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରିବାର ନିୟମାନୁସାରେ ସୀନୟ ପ୍ରାନ୍ତରରୁ ଅଗ୍ରସର ହେଲେ; ପୁଣି, ସେହି ମେଘ ପାରଣ ପ୍ରାନ୍ତରରେ ଅବସ୍ଥିତି କଲା। Faic an caibideilପବିତ୍ର ବାଇବଲ12 ତହୁଁ ଇସ୍ରାଏଲର ଲୋକମାନେ ସୀନୟ ମରୁଭୂମିରୁ ଯାତ୍ରା ଆରମ୍ଭ କଲେ, ପୁଣି ସେହି ମେଘ ପାରଣ ମରୁଭୂମିରେ ଅବସ୍ଥାନ କଲା। Faic an caibideil |