ଗଣନା ପୁସ୍ତକ 10:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଉତ୍ତାରେ ଆବାସ ଭଙ୍ଗାଯାʼନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)17 ଏଉତ୍ତାରେ ଆବାସ ଭଙ୍ଗାଯାʼନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବହି ଅଗ୍ରସର ହେଲେ। Faic an caibideilଓଡିଆ ବାଇବେଲ17 ଏଉତ୍ତାରେ ଆବାସ ଭଙ୍ଗାଯା’ନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ। Faic an caibideilପବିତ୍ର ବାଇବଲ17 ପବିତ୍ର ତମ୍ବୁ ତଳକୁ ନିଆଗଲା। ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ବହନ କରି ଅଗ୍ରସର ହେଲେ। Faic an caibideil |