ଗଣନା ପୁସ୍ତକ 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ତଳୀ ସମାଗମ-ତମ୍ଵୁ ଦ୍ଵାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ। Faic an caibideilଓଡିଆ ବାଇବେଲ3 ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ। Faic an caibideilପବିତ୍ର ବାଇବଲ3 ସେମାନେ ଯେତେବେଳେ ଦୁଇଟି ତୂରୀ ବଜାଇବେ ସମସ୍ତ ଲୋକମାନେ ସମାଗମ-ତମ୍ବୁରେ ତୁମ୍ଭ ନିକଟରେ ଏକତ୍ରିତ ହେବା ଉଚିତ୍। Faic an caibideil |