Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 କେବଳ ହାରୋଣର ପୁତ୍ର ଯାଜକମାନେ ଏହି ଦୁଇ ତୂରୀ ବଜାଇବେ। ଆଉ ଏହି ବିଧି ତୁମ୍ଭମାନଙ୍କ ପ୍ରତି ପୁରୁଷାନୁକ୍ରମେ ଅନନ୍ତକୀଳୀନ ହେବ।

Faic an caibideil Dèan lethbhreac




ଗଣନା ପୁସ୍ତକ 10:8
5 Iomraidhean Croise  

ପୁଣି, ଶବନୀୟ, ଯୋଶାଫଟ୍‍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍‍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ।


ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ।


ପୁଣି, ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସ୍‍ର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ।


Lean sinn:

Sanasan


Sanasan