ଗଣନା ପୁସ୍ତକ 11:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।” Faic an caibideilପବିତ୍ର ବାଇବଲ (Re-edited) - (BSI)23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ। Faic an caibideilଓଡିଆ ବାଇବେଲ23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି ? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।” Faic an caibideilପବିତ୍ର ବାଇବଲ23 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “କ’ଣ ସଦାପ୍ରଭୁଙ୍କ ଶକ୍ତି ସିମୀତ? ତୁମ୍ଭେମାନେ ବର୍ତ୍ତମାନ ଦେଖିବ, ଯଦି ସଦାପ୍ରଭୁଙ୍କ ବାକ୍ୟ ତୁମ୍ଭ ପ୍ରତି ସତ ହେବ।” Faic an caibideil |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।