ଗଣନା ପୁସ୍ତକ 11:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ୱରେ ପକାଇଲା। Faic an caibideilପବିତ୍ର ବାଇବଲ (Re-edited) - (BSI)31 ଅନନ୍ତର ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ଵରେ ପକାଇଲା। Faic an caibideilଓଡିଆ ବାଇବେଲ31 ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଉର୍ଦ୍ଧ୍ୱରେ ପକାଇଲା। Faic an caibideilପବିତ୍ର ବାଇବଲ31 ଅନନ୍ତର ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା। ସେମାନଙ୍କର ସଂଖ୍ୟା ଏତେ ଅଧିକ ହେଲା ଯେ ସେମାନେ ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେ ପାଖେ ଦିନକର ପଥ ପର୍ଯ୍ୟନ୍ତ ବ୍ୟାପି ରହିଲେ। ସେମାନେ ଭୂମିଠାରୁ ପ୍ରାୟ ଦୁଇ ଫୁଟ ବହଳରେ ଗଦା ହୋଇଗଲେ। Faic an caibideil |