ଗଣନା ପୁସ୍ତକ 12:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ତହିଁରେ ହାରୋଣ ମୋଶାଙ୍କୁ କହିଲେ, ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ। Faic an caibideilଓଡିଆ ବାଇବେଲ11 ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।” Faic an caibideilପବିତ୍ର ବାଇବଲ11 ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ମହାଶୟ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ; ଏଣୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ। Faic an caibideil |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।