Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିଉତ୍ତାରେ ସଦାପ୍ରଭୁ ଅକସ୍ମାତ୍‍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀୟମକୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ” ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ଅନନ୍ତର ସଦାପ୍ରଭୁ ଅକସ୍ମାତ୍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀ ୟମକୁ କହିଲେ, ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ଵୁ ନିକଟକୁ ଆସ ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;

Faic an caibideil Dèan lethbhreac

ଓଡିଆ ବାଇବେଲ

4 ଏଥିଉତ୍ତାରେ ସଦାପ୍ରଭୁ ଅକସ୍ମାତ୍‍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀୟମକୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ” ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;

Faic an caibideil Dèan lethbhreac

ପବିତ୍ର ବାଇବଲ

4 ହଠାତ୍ ସଦାପ୍ରଭୁ ମୋଶାଙ୍କୁ, ହାରୋଣଙ୍କୁ, ମରିୟମଙ୍କୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ।” ତହୁଁ ସେ ତିନି ଜଣ ବାହାର ହୋଇ ଆସିଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 12:4
5 Iomraidhean Croise  

ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା। [ସେଲା]


ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,


ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ।


ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ବୁ ଦ୍ୱାରରେ ଛିଡ଼ା ହୋଇ ହାରୋଣ ଓ ମରୀୟମଙ୍କୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ।


Lean sinn:

Sanasan


Sanasan