Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 13:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯୋଷେଫ-ବଂଶ ମଧ୍ୟରୁ, ଅର୍ଥାତ୍‍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ଯୋଷେଫ ବଂଶ ମଧ୍ୟରୁ, ଅର୍ଥାତ୍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି;

Faic an caibideil Dèan lethbhreac

ଓଡିଆ ବାଇବେଲ

11 ଯୋଷେଫ ବଂଶ ମଧ୍ୟରୁ, ଅର୍ଥାତ୍‍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି;

Faic an caibideil Dèan lethbhreac

ପବିତ୍ର ବାଇବଲ

11 ଯୋଷେଫ ଗୋଷ୍ଠୀବର୍ଗ ସୂଷିର ପୁତ୍ର ଗଦ୍ଦି ମନଃଶି ଗୋଷ୍ଠୀର ଅଟେ।

Faic an caibideil Dèan lethbhreac




ଗଣନା ପୁସ୍ତକ 13:11
4 Iomraidhean Croise  

ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ‘ପରମେଶ୍ୱର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ।’” ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ।


ସବୂଲୂନ ବଂଶ ମଧ୍ୟରୁ ସୋଦିର ପୁତ୍ର ଗଦ୍ଦୀୟେଲ;


ଦାନ୍ ବଂଶ ମଧ୍ୟରୁ ଗମଲ୍ଲୀର ପୁତ୍ର ଅମ୍ମୀୟେଲ;


ମଧ୍ୟ ଉମ୍ମା ଓ ଅଫେକ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା।


Lean sinn:

Sanasan


Sanasan